ପେନ୍ସନ୍ ଟଙ୍କା ଆତ୍ମସାତ୍ ଅଭିଯୋଗରେ ୩ ପଞ୍ଚାୟତ ଅଧିକାରୀଙ୍କୁ ଗିରଫ କଲା ଭିଜିଲାନ୍ସ
ସୁନ୍ଦରଗଡ଼ ଲାଇଭ୍ : ସରକାରୀ ଅର୍ଥ ଆତ୍ମସାତ କରିବା ଅଭିଯୋଗରେ ୩ ଜଣ ପଞ୍ଚାୟତସ୍ତରୀୟ ଅଧିକାରୀଙ୍କୁ ଓଡ଼ିଶା ଭିଜିଲାନ୍ସ ଗିରଫ କରିଛି। ବୃଦ୍ଧବୃଦ୍ଧାଙ୍କ ପାଇଁ ଉଦ୍ଦିଷ୍ଟ ସାମାଜିକ ସୁରକ୍ଷା ପେନ୍ସନ୍ର ୧୬ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ହଡ଼ପ କରିବା ଅଭିଯୋଗରେ ଭୋଗରାଇ…
ଆଉ ବଢ଼ିବନି ଧାନ ରେଜିଷ୍ଟ୍ରେସନ ଅବଧି: ସମବାୟ ମନ୍ତ୍ରୀ
ସୁନ୍ଦରଗଡ଼ ଲାଇଭ୍ : ଚଳିତ ଖରିଫ ଋତୁରେ ଧାନ ବିକ୍ରି ପାଇଁ ରାଜ୍ୟରେ ରେକର୍ଡ ସଂଖ୍ୟକ ଚାଷୀ ପଞ୍ଜୀକରଣ କରିଛନ୍ତି। ଗତକାଲି ସୁଦ୍ଧା ୨୧ ଲକ୍ଷ ୪୨ ହଜାର ୭୨୩ ଜଣ ଚାଷୀ ନିଜର ନାମ ପଞ୍ଜୀକରଣ କରିସାରିଥିବା ବେଳେ ଏହି…
ରାଜ୍ୟ ଶିକ୍ଷା ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ: ଓଡ଼ିଆରେ ପଢ଼ାହେବ ବିଜ୍ଞାନ ଓ ବାଣିଜ୍ୟ
ସୁନ୍ଦରଗଡ଼ ଲାଇଭ୍ : ରାଜ୍ୟର ଶିକ୍ଷା ବ୍ୟବସ୍ଥାକୁ ଅଧିକ ସଂସ୍କାରମୂଳକ ଓ ପରୀକ୍ଷାର୍ଥୀ-ଅନୁକୂଳ କରିବା ପାଇଁ ସରକାର ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଏଣିକି ଦଶମ ଶ୍ରେଣୀର ପାଠ୍ୟକ୍ରମ ବଦଳିବା ସହ ଦ୍ୱାଦଶ ଶ୍ରେଣୀ ପାଇଁ ନୂଆ ପ୍ରସ୍ତୁତି ଆରମ୍ଭ…
ଖୁବଶୀଘ୍ର ହେବ ଛାତ୍ର ସଂସଦ ନିର୍ବାଚନ!
ସୁନ୍ଦରଗଡ଼ ଲାଇଭ୍ : ରାଜ୍ୟର ବିଶ୍ୱବିଦ୍ୟାଳୟ ଓ ମହାବିଦ୍ୟାଳୟଗୁଡ଼ିକରେ କେବେ ହେବ ଛାତ୍ର ସଂସଦ ନିର୍ବାଚନ? ଏହାକୁ ନେଇ ଦୀର୍ଘ ଦିନରୁ ଚାଲିଥିବା ସସ୍ପେନ୍ସ ଉପରୁ ପରଦା ହଟିବାକୁ ଯାଉଛି। ରାଜ୍ୟରେ ଛାତ୍ର ସଂସଦ ନିର୍ବାଚନ କରାଇବା ପାଇଁ ସରକାର ପ୍ରସ୍ତୁତି…
ପଞ୍ଚାୟତ ଦଖଲ ପାଇଁ ତିନି ଦଳର ଅଙ୍କକଷା
ସୁନ୍ଦରଗଡ଼ ଲାଇଭ୍ : ରାଜ୍ୟରେ ପଞ୍ଚାୟତ ନିର୍ବାଚନ ପାଖେଇ ଆସୁଥିବା ବେଳେ ଗ୍ରାମାଞ୍ଚଳ ଭୋଟରଙ୍କ ମନ ଜିଣିବା ପାଇଁ ରାଜ୍ୟର ତିନି ପ୍ରମୁଖ ରାଜନୈତିକ ଦଳ (ବିଜେପି, ବିଜେଡି ଓ କଂଗ୍ରେସ) ଏବେଠୁ ନିଜ ନିଜର ପ୍ରସ୍ତୁତି ଓ ରଣନୀତି ଆରମ୍ଭ…
କୃଷକଙ୍କ ସୁରକ୍ଷା ନେଇ ୧୫ରୁ ରାଜ୍ୟବ୍ୟାପୀ ପ୍ରତିବାଦ କରିବ କଂଗ୍ରେସ
ସୁନ୍ଦରଗଡ଼ ଲାଇଭ୍ : ରାଜ୍ୟରେ ଚାଷୀଙ୍କ ସୁରକ୍ଷା, ଖରିଫ ଋତୁର ଧାନ/ଚାଉଳ ନ ଉଠିବା ଏବଂ କୃଷକ ସମସ୍ୟାର ବିଫଳତାକୁ ନେଇ ସେପ୍ଟେମ୍ବର ୧୫ରୁ ନଭେମ୍ବର ୧୫ ତାରିଖ ପର୍ଯ୍ୟନ୍ତ ପ୍ରଦେଶ କିସାନ କଂଗ୍ରେସ ପକ୍ଷରୁ ରାଜ୍ୟବ୍ୟାପୀ ପ୍ରତିବାଦ କାର୍ଯ୍ୟକ୍ରମ ଅନୁଷ୍ଠିତ…
ଦେଶରେ ମ୍ୟାଲେରିଆରେ ଓଡ଼ିଶା ପ୍ରଥମ: ଦମନ ପାଇଁ ଆସିବ ନୂଆ ରଣନୀତି
ସୁନ୍ଦରଗଡ଼ ଲାଇଭ୍ : ଓଡ଼ିଶାରେ ପୁଣି ମ୍ୟାଲେରିଆ ସଂକ୍ରମଣ ଚିନ୍ତାଜନକ ଭାବେ ବୃଦ୍ଧି ପାଇବାରେ ଲାଗିଛି। ଜାତୀୟ ଭେକ୍ଟର ଜନିତ ରୋଗ ନିୟନ୍ତ୍ରଣ କେନ୍ଦ୍ର (NCVBDC) ର ସମ୍ପ୍ରତି ରିପୋର୍ଟ ଅନୁଯାୟୀ, ଦେଶରେ ମ୍ୟାଲେରିଆ ଆକ୍ରାନ୍ତଙ୍କ ସଂଖ୍ୟାରେ ଓଡ଼ିଶା ଶୀର୍ଷ ସ୍ଥାନରେ…
୨୦୨୯ ସୁଦ୍ଧା ଭାରତ ନିଶାମୁକ୍ତ ହେବ: ଅମିତ ଶାହ
ସୁନ୍ଦରଗଡ଼ ଲାଇଭ୍ : ୨୦୨୯ ମସିହା ସୁଦ୍ଧା ଭାରତକୁ ସମ୍ପୂର୍ଣ୍ଣ ନିଶାମୁକ୍ତ କରିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱାଧୀନ ସରକାର ଏକ ସ୍ୱତନ୍ତ୍ର ରୋଡ୍ମ୍ୟାପ୍ ପ୍ରସ୍ତୁତ କରିଛନ୍ତି ବୋଲି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ରବିବାର ପ୍ରକାଶ କରିଛନ୍ତି। ନିଶାଦ୍ରବ୍ୟ…
ଶିକ୍ଷକ ଆନ୍ଦୋଳନ ସମସ୍ୟାର ଖୁବ୍ଶୀଘ୍ର ନିଷ୍ପତ୍ତି ନେଇ ମନ୍ତ୍ରୀଙ୍କ ପ୍ରତିଶ୍ରୁତି
ସୁନ୍ଦରଗଡ଼ ଲାଇଭ୍: ରାଜ୍ୟରେ ଜାରି ରହିଥିବା ଶିକ୍ଷକ ଆନ୍ଦୋଳନ ସମସ୍ୟାର ସମାଧାନ ପାଇଁ ସରକାରଙ୍କ ପକ୍ଷରୁ ପ୍ରକ୍ରିୟା ଆରମ୍ଭ ହୋଇଛି। ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଓ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ସ୍ୱୟଂ ଆନ୍ଦୋଳନସ୍ଥଳରେ ପହଞ୍ଚି ଆନ୍ଦୋଳନରତ ଶିକ୍ଷକମାନଙ୍କ ସହ…
ସ୍ୱାମୀ ଅସୁସ୍ଥ ଥିବା କହି ଘରୁ ଡାକି ନେଇ ମହିଳାଙ୍କୁ ଦୁଷ୍କର୍ମ
ସୁନ୍ଦରଗଡ଼ ଲାଇଭ୍: ସ୍ୱାମୀ ଅସୁସ୍ଥ ଥିବା କହି ଜଣେ ମହିଳାଙ୍କୁ ଘରୁ ଡାକି ନେଇ ଦୁଷ୍କର୍ମ କରାଯାଇଥିବା ଭଳି ଏକ ଅତ୍ୟନ୍ତ ସଂବେଦନଶୀଳ ଓ ଚାଞ୍ଚଲ୍ୟକର ଘଟଣା ଯାଜପୁର ଜିଲ୍ଲାରେ ସାମ୍ନାକୁ ଆସିଛି। ଏହି ମାମଲାରେ କଳିଙ୍ଗନଗର ଥାନା ପୁଲିସ ତୁରନ୍ତ…











