ହିମାଚଳରେ ମୌସୁମୀ ବିପର୍ଯ୍ୟୟ: ୧୫୭ ମୃତ

Spread the love

ସୁନ୍ଦରଗଡ଼ ଲାଇଭ୍: ଲଗାଣ ବର୍ଷା, ଭୂସ୍ଖଳନ ଓ ଆକସ୍ମିକ ବନ୍ୟା ଯୋଗୁଁ ହିମାଚଳ ପ୍ରଦେଶରେ ସ୍ଥିତି ଗମ୍ଭୀର ହୋଇପଡ଼ିଛି। ଜୁନ୍ ୩୦ରୁ ଅଗଷ୍ଟ ୯ ମଧ୍ୟରେ ବର୍ଷାଜନିତ ଘଟଣା ଓ ଦୁର୍ଘଟଣାରେ ୧୫୭ ଜଣଙ୍କ ପ୍ରାଣହାନି ଘଟିଥିବା ବେଳେ ୨୫୭ ଜଣ ନିଖୋଜ ଅଛନ୍ତି। ଭୂସ୍ଖଳନ ଯୋଗୁଁ ଗୁରୁତ୍ୱପୂର୍ଣ୍ଣ ମଣ୍ଡି-କୁଲ୍ଲୁ ରାଜପଥ ସମେତ ରାଜ୍ୟର ୨୫୯ଟି ପ୍ରମୁଖ ରାସ୍ତାରେ ଯାତାୟାତ ସମ୍ପୂର୍ଣ୍ଣ ଠପ୍ ହୋଇଯାଇଛି।

ଏହି ବିତ୍ପାତରେ ୯୦୦ରୁ ଅଧିକ ଘର ଓ ସରକାରୀ ସମ୍ପତ୍ତି କ୍ଷତିଗ୍ରସ୍ତ ହୋଇଛି, ଯାହାର ଆନୁମାନିକ କ୍ଷୟକ୍ଷତି ମୂଲ୍ୟ ୮୮୬ କୋଟି ଟଙ୍କା ହେବ। ଶତାଧିକ ଟ୍ରାନ୍ସଫର୍ମର୍ ଅଚଳ ହେବା ଯୋଗୁଁ ବିଦ୍ୟୁତ୍ ଯୋଗାଣ ବ୍ୟାହତ ହୋଇଛି। ପାଣିପାଗ ବିଭାଗ କାଙ୍ଗଡ଼ା, ମଣ୍ଡି ଓ ଶିମଲା ସମେତ ୫ଟି ଜିଲ୍ଲା ପାଇଁ ‘ଅରେଞ୍ଜ୍ ଆଲର୍ଟ’ ଜାରି କରିଥିବାରୁ ପରିସ୍ଥିତିର ମୁକାବିଲା ଓ ଭିତ୍ତିଭୂମି ପୁନରୁଦ୍ଧାର କରିବା ସରକାରଙ୍କ ପାଇଁ ବଡ଼ ଚ୍ୟାଲେଞ୍ଜ ହୋଇଛି।

Related Posts

ସରକାରୀ ବିଭାଗ ବିରୋଧରେ ୭୦,୫୮୪ ଦୁର୍ନୀତି ଅଭିଯୋଗ

Spread the love

Spread the loveସୁନ୍ଦରଗଡ଼ ଲାଇଭ୍ : ଗତ ବର୍ଷ ଦେଶର ବିଭିନ୍ନ ସରକାରୀ ସଂସ୍ଥା ଓ ମନ୍ତ୍ରଣାଳୟଗୁଡ଼ିକ ବିରୋଧରେ ବ୍ୟାପକ ଦୁର୍ନୀତି ଅଭିଯୋଗ ଆସିଥିବା ସାମ୍ନାକୁ ଆସିଛି। କେନ୍ଦ୍ରୀୟ ସତର୍କତା ଆୟୋଗ (ସିଭିସି)ଙ୍କ ବାର୍ଷିକ ରିପୋର୍ଟ ଅନୁଯାୟୀ, ଗତ ବର୍ଷ ମୋଟ…

ନେପାଳରେ ପ୍ରଳୟଙ୍କରୀ ବନ୍ୟା: ମୃତ୍ୟୁ ସଂଖ୍ୟା ୩୩୨କୁ ବୃଦ୍ଧି

Spread the love

Spread the loveସୁନ୍ଦରଗଡ଼ ଲାଇଭ୍: ନେପାଳର ରସୁୱା ଅଞ୍ଚଳରେ ଘଟିଥିବା ପ୍ରଳୟକାରୀ ବନ୍ୟା ଯୋଗୁଁ ସ୍ଥିତି ଅତ୍ୟନ୍ତ ଗମ୍ଭୀର ହୋଇପଡ଼ିଛି। ବର୍ତ୍ତମାନ ସୁଦ୍ଧା ମୃତ୍ୟୁ ସଂଖ୍ୟା ୩୩୨ରେ ପହଞ୍ଚିଥିବା ବେଳେ ୧୫୦୦ରୁ ଅଧିକ ଲୋକ ନିଖୋଜ ଥିବାରୁ ଏହି ସଂଖ୍ୟା ଆହୁରି…

Leave a Reply

Your email address will not be published. Required fields are marked *

You Missed

ପଞ୍ଚାୟତ ଦଖଲ ପାଇଁ ତିନି ଦଳର ଅଙ୍କକଷା

  • By admin
  • September 6, 2026
  • 20 views
ପଞ୍ଚାୟତ ଦଖଲ ପାଇଁ ତିନି ଦଳର ଅଙ୍କକଷା

କୃଷକଙ୍କ ସୁରକ୍ଷା ନେଇ ୧୫ରୁ ରାଜ୍ୟବ୍ୟାପୀ ପ୍ରତିବାଦ କରିବ କଂଗ୍ରେସ

  • By admin
  • September 6, 2026
  • 7 views
କୃଷକଙ୍କ ସୁରକ୍ଷା ନେଇ ୧୫ରୁ ରାଜ୍ୟବ୍ୟାପୀ ପ୍ରତିବାଦ କରିବ କଂଗ୍ରେସ

ଦେଶରେ ମ୍ୟାଲେରିଆରେ ଓଡ଼ିଶା ପ୍ରଥମ: ଦମନ ପାଇଁ ଆସିବ ନୂଆ ରଣନୀତି

  • By admin
  • September 6, 2026
  • 14 views
ଦେଶରେ ମ୍ୟାଲେରିଆରେ ଓଡ଼ିଶା ପ୍ରଥମ: ଦମନ ପାଇଁ ଆସିବ ନୂଆ ରଣନୀତି

୨୦୨୯ ସୁଦ୍ଧା ଭାରତ ନିଶାମୁକ୍ତ ହେବ: ଅମିତ ଶାହ

  • By admin
  • September 6, 2026
  • 12 views
୨୦୨୯ ସୁଦ୍ଧା ଭାରତ ନିଶାମୁକ୍ତ ହେବ: ଅମିତ ଶାହ

ଶିକ୍ଷକ ଆନ୍ଦୋଳନ ସମସ୍ୟାର ଖୁବ୍‌ଶୀଘ୍ର ନିଷ୍ପତ୍ତି ନେଇ ମନ୍ତ୍ରୀଙ୍କ ପ୍ରତିଶ୍ରୁତି

  • By admin
  • September 5, 2026
  • 32 views
ଶିକ୍ଷକ ଆନ୍ଦୋଳନ ସମସ୍ୟାର ଖୁବ୍‌ଶୀଘ୍ର ନିଷ୍ପତ୍ତି ନେଇ ମନ୍ତ୍ରୀଙ୍କ ପ୍ରତିଶ୍ରୁତି

ସ୍ୱାମୀ ଅସୁସ୍ଥ ଥିବା କହି ଘରୁ ଡାକି ନେଇ ମହିଳାଙ୍କୁ ଦୁଷ୍କର୍ମ

  • By admin
  • September 5, 2026
  • 142 views
ସ୍ୱାମୀ ଅସୁସ୍ଥ ଥିବା କହି ଘରୁ ଡାକି ନେଇ ମହିଳାଙ୍କୁ ଦୁଷ୍କର୍ମ