ଉପରମୁହାଁ ଚିନି ଦର: ଇଥାନଲ୍‌ ଚର୍ଚ୍ଚାକୁ ଖଣ୍ଡନ କଲେ କେନ୍ଦ୍ର ସରକାର

Spread the love

ସୁନ୍ଦରଗଡ଼ ଲାଇଭ୍: ଚା’ର ମିଠା ଏବେ ପକେଟ୍‌ ଉପରେ ଭାରି ପଡ଼ୁଛି। ଗତ ଗୋଟିଏ ମାସ ମଧ୍ୟରେ ଦେଶରେ ଚିନି ଦର ହଠାତ୍‌ ବୃଦ୍ଧି ପାଇଛି। କିଲୋ ପିଛା ହାରାହାରି ଖୁଚୁରା ମୂଲ୍ୟ ୪୮.୧୮ ଟଙ୍କାରୁ ବଢ଼ି ୫୫.୭୦ ଟଙ୍କାରେ ପହଞ୍ଚିଥିବା ବେଳେ ରାଜ୍ୟର ବିଭିନ୍ନ ବଜାରରେ ଏହା ୬୦ ଟଙ୍କାରେ ବିକ୍ରି ହେଉଛି। ତେବେ ଇଥାନଲ ଉତ୍ପାଦନ ପାଇଁ ଚିନି ବ୍ୟବହାର ହେଉଥିବାରୁ ଦର ବଢ଼ୁଛି ବୋଲି ହେଉଥିବା ଚର୍ଚ୍ଚାକୁ କେନ୍ଦ୍ର ସରକାର ସମ୍ପୂର୍ଣ୍ଣ ଖଣ୍ଡନ କରିଛନ୍ତି।

ଉପଭୋକ୍ତା ବ୍ୟାପାର ମନ୍ତ୍ରଣାଳୟ ଅନୁଯାୟୀ, ଇଥାନଲ ଯୋଗୁଁ ନୁହେଁ ବରଂ ଆଖୁ ଫସଲ କ୍ଷତି, ଉତ୍ପାଦନ ହ୍ରାସ, ପର୍ବପର୍ବାଣୀ ପାଇଁ ଚାହିଦା ବୃଦ୍ଧି, ବିଶ୍ୱ ବଜାରରେ ଯୋଗାଣ ସମସ୍ୟା ଏବଂ ବ୍ୟବସାୟୀଙ୍କ କଳାବଜାରୀ ଯୋଗୁଁ ଏହି ଦରବୃଦ୍ଧି ଘଟିଛି। ଇଥାନଲ ଉତ୍ପାଦନ ପାଇଁ ବ୍ୟବହୃତ ଚିନିର ପରିମାଣ ବରଂ ୧୨% ରୁ କମି ୯% ରେ ପହଞ୍ଚିଛି ଏବଂ ଏବେ ଇଥାନଲ ପାଇଁ ଚିନି ବଦଳରେ ଅଧିକାଂଶ ମକା ଓ ଶସ୍ୟ ବ୍ୟବହାର କରାଯାଉଛି।

Related Posts

ପଞ୍ଚାୟତ ଦଖଲ ପାଇଁ ତିନି ଦଳର ଅଙ୍କକଷା

Spread the love

Spread the loveସୁନ୍ଦରଗଡ଼ ଲାଇଭ୍ : ରାଜ୍ୟରେ ପଞ୍ଚାୟତ ନିର୍ବାଚନ ପାଖେଇ ଆସୁଥିବା ବେଳେ ଗ୍ରାମାଞ୍ଚଳ ଭୋଟରଙ୍କ ମନ ଜିଣିବା ପାଇଁ ରାଜ୍ୟର ତିନି ପ୍ରମୁଖ ରାଜନୈତିକ ଦଳ (ବିଜେପି, ବିଜେଡି ଓ କଂଗ୍ରେସ) ଏବେଠୁ ନିଜ ନିଜର ପ୍ରସ୍ତୁତି ଓ…

କୃଷକଙ୍କ ସୁରକ୍ଷା ନେଇ ୧୫ରୁ ରାଜ୍ୟବ୍ୟାପୀ ପ୍ରତିବାଦ କରିବ କଂଗ୍ରେସ

Spread the love

Spread the loveସୁନ୍ଦରଗଡ଼ ଲାଇଭ୍ : ରାଜ୍ୟରେ ଚାଷୀଙ୍କ ସୁରକ୍ଷା, ଖରିଫ ଋତୁର ଧାନ/ଚାଉଳ ନ ଉଠିବା ଏବଂ କୃଷକ ସମସ୍ୟାର ବିଫଳତାକୁ ନେଇ ସେପ୍ଟେମ୍ବର ୧୫ରୁ ନଭେମ୍ବର ୧୫ ତାରିଖ ପର୍ଯ୍ୟନ୍ତ ପ୍ରଦେଶ କିସାନ କଂଗ୍ରେସ ପକ୍ଷରୁ ରାଜ୍ୟବ୍ୟାପୀ ପ୍ରତିବାଦ…

Leave a Reply

Your email address will not be published. Required fields are marked *

You Missed

ପଞ୍ଚାୟତ ଦଖଲ ପାଇଁ ତିନି ଦଳର ଅଙ୍କକଷା

  • By admin
  • September 6, 2026
  • 20 views
ପଞ୍ଚାୟତ ଦଖଲ ପାଇଁ ତିନି ଦଳର ଅଙ୍କକଷା

କୃଷକଙ୍କ ସୁରକ୍ଷା ନେଇ ୧୫ରୁ ରାଜ୍ୟବ୍ୟାପୀ ପ୍ରତିବାଦ କରିବ କଂଗ୍ରେସ

  • By admin
  • September 6, 2026
  • 8 views
କୃଷକଙ୍କ ସୁରକ୍ଷା ନେଇ ୧୫ରୁ ରାଜ୍ୟବ୍ୟାପୀ ପ୍ରତିବାଦ କରିବ କଂଗ୍ରେସ

ଦେଶରେ ମ୍ୟାଲେରିଆରେ ଓଡ଼ିଶା ପ୍ରଥମ: ଦମନ ପାଇଁ ଆସିବ ନୂଆ ରଣନୀତି

  • By admin
  • September 6, 2026
  • 14 views
ଦେଶରେ ମ୍ୟାଲେରିଆରେ ଓଡ଼ିଶା ପ୍ରଥମ: ଦମନ ପାଇଁ ଆସିବ ନୂଆ ରଣନୀତି

୨୦୨୯ ସୁଦ୍ଧା ଭାରତ ନିଶାମୁକ୍ତ ହେବ: ଅମିତ ଶାହ

  • By admin
  • September 6, 2026
  • 12 views
୨୦୨୯ ସୁଦ୍ଧା ଭାରତ ନିଶାମୁକ୍ତ ହେବ: ଅମିତ ଶାହ

ଶିକ୍ଷକ ଆନ୍ଦୋଳନ ସମସ୍ୟାର ଖୁବ୍‌ଶୀଘ୍ର ନିଷ୍ପତ୍ତି ନେଇ ମନ୍ତ୍ରୀଙ୍କ ପ୍ରତିଶ୍ରୁତି

  • By admin
  • September 5, 2026
  • 32 views
ଶିକ୍ଷକ ଆନ୍ଦୋଳନ ସମସ୍ୟାର ଖୁବ୍‌ଶୀଘ୍ର ନିଷ୍ପତ୍ତି ନେଇ ମନ୍ତ୍ରୀଙ୍କ ପ୍ରତିଶ୍ରୁତି

ସ୍ୱାମୀ ଅସୁସ୍ଥ ଥିବା କହି ଘରୁ ଡାକି ନେଇ ମହିଳାଙ୍କୁ ଦୁଷ୍କର୍ମ

  • By admin
  • September 5, 2026
  • 142 views
ସ୍ୱାମୀ ଅସୁସ୍ଥ ଥିବା କହି ଘରୁ ଡାକି ନେଇ ମହିଳାଙ୍କୁ ଦୁଷ୍କର୍ମ