ଓଡ଼ିଶା ଲୋକଭବନକୁ ମିଳିଲା ସମ୍ମାନଜନକ IGBC ପ୍ଲାଟିନମ୍ ଗ୍ରୀନ୍ କ୍ୟାମ୍ପସ୍ ସାର୍ଟିଫିକେସନ୍

Spread the love

ସୁନ୍ଦରଗଡ଼ ଲାଇଭ୍ : ଓଡ଼ିଶା ଲୋକଭବନ ଭାରତୀୟ ଗ୍ରୀନ୍ ବିଲ୍ଡିଂ କାଉନ୍ସିଲ୍ (IGBC)ର ପ୍ରସିଦ୍ଧ ‘ପ୍ଲାଟିନମ୍ ଗ୍ରୀନ୍ କ୍ୟାମ୍ପସ୍ ସାର୍ଟିଫିକେସନ୍’ ହାସଲ କରିଛି। ସମଗ୍ର ଦେଶରେ ପ୍ରଥମ ଲୋକଭବନ (ରାଜ୍ୟପାଳ/ସରକାରୀ ପ୍ରଶାସନିକ କେନ୍ଦ୍ର) ଭାବେ ଓଡ଼ିଶା ଲୋକଭବନ ଏହି ବିରଳ ଗୌରବର ଅଧିକାରୀ ହୋଇପାରିଛି।

IGBC ଗ୍ରୀନ୍ କ୍ୟାମ୍ପସ୍ ରେଟିଂ ପ୍ରଣାଳୀ ଅଧୀନରେ ଲୋକଭବନ କ୍ୟାମ୍ପସ୍ ୧୦୦ ରୁ ୮୮ ଅଙ୍କ ହାସଲ କରି ସର୍ବୋଚ୍ଚ ‘ପ୍ଲାଟିନମ୍’ ବର୍ଗରେ ସ୍ଥାନ ପାଇଛି। ଏହି ସଫଳତା ଓଡ଼ିଶାର ସ୍ଥାୟୀ ପ୍ରଶାସନିକ ଭିତ୍ତିଭୂମି ଏବଂ ପରିବେଶ ପ୍ରତି ଅଙ୍ଗୀକାରବଦ୍ଧତାକୁ ଦର୍ଶାଉଛି। ଶକ୍ତି-ଦକ୍ଷ ପ୍ରଣାଳୀ, ନବୀକରଣୀୟ (ସୌର) ଶକ୍ତିର ପ୍ରୟୋଗ ଏବଂ ବୈଜ୍ଞାନିକ ଜଳ ସଂରକ୍ଷଣ। ସୁନ୍ଦର ସବୁଜିମା, ଜୈବ ବିବିଧତା ସୁରକ୍ଷା ଏବଂ ନିୟମିତ ବୈଜ୍ଞାନିକ ବର୍ଜ୍ୟବସ୍ତୁ ପରିଚାଳନା। କ୍ୟାମ୍ପସ୍ ଯୋଜନା, ଭିତ୍ତିଭୂମି ନିର୍ମାଣ ଓ ଦୈନନ୍ଦିନ କାର୍ଯ୍ୟପ୍ରଣାଳୀରେ ପରିବେଶ ଅନୁକୂଳ ଗତିଶୀଳତା।

ଏହାକୁ ଓଡ଼ିଶା ପାଇଁ ଗର୍ବର ବିଷୟ ବୋଲି ଅଭିହିତ କରିଛନ୍ତି। ଆଗାମୀ ଦିନରେ ନିର୍ମାଣ ହେବାକୁ ଥିବା ସରକାରୀ ହସ୍ପିଟାଲ, ସ୍କୁଲ ଓ ଅନ୍ୟାନ୍ୟ କୋଠାବାଡ଼ିରେ ଗ୍ରୀନ୍ ବିଲ୍ଡିଂ ମାନଦଣ୍ଡକୁ କଡ଼ାକଡ଼ି କାର୍ଯ୍ୟକାରୀ କରାଯିବ ବୋଲି ସେ ପ୍ରକାଶ କରିଛନ୍ତି। ଏହି ସଫଳତାରେ ଖୁସି ବ୍ୟକ୍ତ କରିବା ସହ ରାଜ୍ୟର ସମସ୍ତ ବିଶ୍ୱବିଦ୍ୟାଳୟଗୁଡ଼ିକୁ ମଧ୍ୟ ଏହିପରି ‘ଗ୍ରୀନ୍ କ୍ୟାମ୍ପସ୍’ରେ ପରିଣତ କରିବାକୁ ଆହ୍ୱାନ ଦେଇଛନ୍ତି।

Related Posts

ଆଉ ବଢ଼ିବନି ଧାନ ରେଜିଷ୍ଟ୍ରେସନ ଅବଧି: ସମବାୟ ମନ୍ତ୍ରୀ

Spread the love

Spread the loveସୁନ୍ଦରଗଡ଼ ଲାଇଭ୍ : ଚଳିତ ଖରିଫ ଋତୁରେ ଧାନ ବିକ୍ରି ପାଇଁ ରାଜ୍ୟରେ ରେକର୍ଡ ସଂଖ୍ୟକ ଚାଷୀ ପଞ୍ଜୀକରଣ କରିଛନ୍ତି। ଗତକାଲି ସୁଦ୍ଧା ୨୧ ଲକ୍ଷ ୪୨ ହଜାର ୭୨୩ ଜଣ ଚାଷୀ ନିଜର ନାମ ପଞ୍ଜୀକରଣ କରିସାରିଥିବା…

ରାଜ୍ୟ ଶିକ୍ଷା ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ: ଓଡ଼ିଆରେ ପଢ଼ାହେବ ବିଜ୍ଞାନ ଓ ବାଣିଜ୍ୟ

Spread the love

Spread the loveସୁନ୍ଦରଗଡ଼ ଲାଇଭ୍ : ରାଜ୍ୟର ଶିକ୍ଷା ବ୍ୟବସ୍ଥାକୁ ଅଧିକ ସଂସ୍କାରମୂଳକ ଓ ପରୀକ୍ଷାର୍ଥୀ-ଅନୁକୂଳ କରିବା ପାଇଁ ସରକାର ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଏଣିକି ଦଶମ ଶ୍ରେଣୀର ପାଠ୍ୟକ୍ରମ ବଦଳିବା ସହ ଦ୍ୱାଦଶ ଶ୍ରେଣୀ ପାଇଁ ନୂଆ…

Leave a Reply

Your email address will not be published. Required fields are marked *

You Missed

ଆଉ ବଢ଼ିବନି ଧାନ ରେଜିଷ୍ଟ୍ରେସନ ଅବଧି: ସମବାୟ ମନ୍ତ୍ରୀ

  • By admin
  • September 7, 2026
  • 17 views
ଆଉ ବଢ଼ିବନି ଧାନ ରେଜିଷ୍ଟ୍ରେସନ ଅବଧି: ସମବାୟ ମନ୍ତ୍ରୀ

ରାଜ୍ୟ ଶିକ୍ଷା ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ: ଓଡ଼ିଆରେ ପଢ଼ାହେବ ବିଜ୍ଞାନ ଓ ବାଣିଜ୍ୟ

  • By admin
  • September 7, 2026
  • 8 views
ରାଜ୍ୟ ଶିକ୍ଷା ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ: ଓଡ଼ିଆରେ ପଢ଼ାହେବ ବିଜ୍ଞାନ ଓ ବାଣିଜ୍ୟ

ଖୁବଶୀଘ୍ର ହେବ ଛାତ୍ର ସଂସଦ ନିର୍ବାଚନ!

  • By admin
  • September 7, 2026
  • 6 views
ଖୁବଶୀଘ୍ର ହେବ ଛାତ୍ର ସଂସଦ ନିର୍ବାଚନ!

ପଞ୍ଚାୟତ ଦଖଲ ପାଇଁ ତିନି ଦଳର ଅଙ୍କକଷା

  • By admin
  • September 6, 2026
  • 23 views
ପଞ୍ଚାୟତ ଦଖଲ ପାଇଁ ତିନି ଦଳର ଅଙ୍କକଷା

କୃଷକଙ୍କ ସୁରକ୍ଷା ନେଇ ୧୫ରୁ ରାଜ୍ୟବ୍ୟାପୀ ପ୍ରତିବାଦ କରିବ କଂଗ୍ରେସ

  • By admin
  • September 6, 2026
  • 10 views
କୃଷକଙ୍କ ସୁରକ୍ଷା ନେଇ ୧୫ରୁ ରାଜ୍ୟବ୍ୟାପୀ ପ୍ରତିବାଦ କରିବ କଂଗ୍ରେସ

ଦେଶରେ ମ୍ୟାଲେରିଆରେ ଓଡ଼ିଶା ପ୍ରଥମ: ଦମନ ପାଇଁ ଆସିବ ନୂଆ ରଣନୀତି

  • By admin
  • September 6, 2026
  • 17 views
ଦେଶରେ ମ୍ୟାଲେରିଆରେ ଓଡ଼ିଶା ପ୍ରଥମ: ଦମନ ପାଇଁ ଆସିବ ନୂଆ ରଣନୀତି