ଓଡ଼ିଶା ପୁଲିସ୍‌ SI ପରୀକ୍ଷା ସ୍କାମ୍‌: ସିବିଆଇ ସ୍କାନରରେ ଜେଲ୍‌ ଡିଜି

Spread the love

ସୁନ୍ଦରଗଡ଼ ଲାଇଭ୍: ଓଡ଼ିଶା ପୁଲିସ୍‌ ସବ୍-ଇନ୍ସପେକ୍ଟର (SI) ପରୀକ୍ଷା କେଳେଙ୍କାରୀ ମାମଲାରେ କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥା (CBI)ର ସ୍କାନରକୁ ଆସିଛନ୍ତି ବରିଷ୍ଠ ଆଇପିଏସ୍‌ ଅଧିକାରୀ ତଥା ବର୍ତ୍ତମାନର ଜେଲ୍‌ ଡିଜି ସୁଶାନ୍ତ ନାଥ। ଏହି ମାମଲାରେ ସିବିଆଇ ପକ୍ଷରୁ ରାଜ୍ୟ ସରକାରଙ୍କୁ ପଚରାଉଚରା ପାଇଁ ଅନୁମତି ମାଗି ଏକ ଚିଠି ଲେଖାଯାଇଥିବା ସୂଚନା ସାମ୍ନାକୁ ଆସିଛି।

ସୁଶାନ୍ତ ନାଥ ଓଡ଼ିଶା ପୁଲିସ୍‌ ରିକ୍ରୁଟମେଣ୍ଟ ବୋର୍ଡ (OPRB)ର ଅଧ୍ୟକ୍ଷ ଥିବା ସମୟରେ SI ପରୀକ୍ଷା ପରିଚାଳନାରେ ବ୍ୟାପକ କେଳେଙ୍କାରୀ ଓ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ପରୀକ୍ଷା କରାଉଥିବା ଘରୋଇ ସଂସ୍ଥା ଏବଂ OPRBର କର୍ତ୍ତୃପକ୍ଷଙ୍କ ମଧ୍ୟରେ ଥିବା ସମ୍ପୃକ୍ତିକୁ ନେଇ ସିବିଆଇ ତଦନ୍ତ ଚଳାଇଛି। ମାମଲାର ସତ୍ୟାସତ୍ୟ ପର୍ଦ୍ଦାଫାଶ କରିବା ପାଇଁ ସିବିଆଇ ଶ୍ରୀ ନାଥଙ୍କୁ ଜେରା କରିବାକୁ ଚାହୁଁଛି। ଏଥିପାଇଁ ରାଜ୍ୟ ସରକାରଙ୍କୁ ଆବଶ୍ୟକ ଅନୁମତି ମଗାଯାଇଛି। ସରକାରଙ୍କ ସବୁଜ ସଙ୍କେତ ମିଳିବା ପରେ ସିବିଆଇ ତାଙ୍କୁ ସମନ କରି ପଚରାଉଚରା କରିବ।

ସିବିଆଇର ଏହି କାର୍ଯ୍ୟାନୁଷ୍ଠାନ ପରେ ଏସଆଇ ପରୀକ୍ଷା ଦୁର୍ନୀତିର ଚେର କେତେ ଦୂର ଲମ୍ବିଛି ଏବଂ ଏଥିରେ ଆଉ କେଉଁ ପ୍ରଭାବଶାଳୀ ବ୍ୟକ୍ତି ସାମିଲ ଅଛନ୍ତି, ତାହା ସାମ୍ନାକୁ ଆସିବା ଆଶା କରାଯାଉଛି।

Related Posts

ଆଉ ବଢ଼ିବନି ଧାନ ରେଜିଷ୍ଟ୍ରେସନ ଅବଧି: ସମବାୟ ମନ୍ତ୍ରୀ

Spread the love

Spread the loveସୁନ୍ଦରଗଡ଼ ଲାଇଭ୍ : ଚଳିତ ଖରିଫ ଋତୁରେ ଧାନ ବିକ୍ରି ପାଇଁ ରାଜ୍ୟରେ ରେକର୍ଡ ସଂଖ୍ୟକ ଚାଷୀ ପଞ୍ଜୀକରଣ କରିଛନ୍ତି। ଗତକାଲି ସୁଦ୍ଧା ୨୧ ଲକ୍ଷ ୪୨ ହଜାର ୭୨୩ ଜଣ ଚାଷୀ ନିଜର ନାମ ପଞ୍ଜୀକରଣ କରିସାରିଥିବା…

ରାଜ୍ୟ ଶିକ୍ଷା ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ: ଓଡ଼ିଆରେ ପଢ଼ାହେବ ବିଜ୍ଞାନ ଓ ବାଣିଜ୍ୟ

Spread the love

Spread the loveସୁନ୍ଦରଗଡ଼ ଲାଇଭ୍ : ରାଜ୍ୟର ଶିକ୍ଷା ବ୍ୟବସ୍ଥାକୁ ଅଧିକ ସଂସ୍କାରମୂଳକ ଓ ପରୀକ୍ଷାର୍ଥୀ-ଅନୁକୂଳ କରିବା ପାଇଁ ସରକାର ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଏଣିକି ଦଶମ ଶ୍ରେଣୀର ପାଠ୍ୟକ୍ରମ ବଦଳିବା ସହ ଦ୍ୱାଦଶ ଶ୍ରେଣୀ ପାଇଁ ନୂଆ…

Leave a Reply

Your email address will not be published. Required fields are marked *

You Missed

ଆଉ ବଢ଼ିବନି ଧାନ ରେଜିଷ୍ଟ୍ରେସନ ଅବଧି: ସମବାୟ ମନ୍ତ୍ରୀ

  • By admin
  • September 7, 2026
  • 17 views
ଆଉ ବଢ଼ିବନି ଧାନ ରେଜିଷ୍ଟ୍ରେସନ ଅବଧି: ସମବାୟ ମନ୍ତ୍ରୀ

ରାଜ୍ୟ ଶିକ୍ଷା ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ: ଓଡ଼ିଆରେ ପଢ଼ାହେବ ବିଜ୍ଞାନ ଓ ବାଣିଜ୍ୟ

  • By admin
  • September 7, 2026
  • 8 views
ରାଜ୍ୟ ଶିକ୍ଷା ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ: ଓଡ଼ିଆରେ ପଢ଼ାହେବ ବିଜ୍ଞାନ ଓ ବାଣିଜ୍ୟ

ଖୁବଶୀଘ୍ର ହେବ ଛାତ୍ର ସଂସଦ ନିର୍ବାଚନ!

  • By admin
  • September 7, 2026
  • 6 views
ଖୁବଶୀଘ୍ର ହେବ ଛାତ୍ର ସଂସଦ ନିର୍ବାଚନ!

ପଞ୍ଚାୟତ ଦଖଲ ପାଇଁ ତିନି ଦଳର ଅଙ୍କକଷା

  • By admin
  • September 6, 2026
  • 23 views
ପଞ୍ଚାୟତ ଦଖଲ ପାଇଁ ତିନି ଦଳର ଅଙ୍କକଷା

କୃଷକଙ୍କ ସୁରକ୍ଷା ନେଇ ୧୫ରୁ ରାଜ୍ୟବ୍ୟାପୀ ପ୍ରତିବାଦ କରିବ କଂଗ୍ରେସ

  • By admin
  • September 6, 2026
  • 10 views
କୃଷକଙ୍କ ସୁରକ୍ଷା ନେଇ ୧୫ରୁ ରାଜ୍ୟବ୍ୟାପୀ ପ୍ରତିବାଦ କରିବ କଂଗ୍ରେସ

ଦେଶରେ ମ୍ୟାଲେରିଆରେ ଓଡ଼ିଶା ପ୍ରଥମ: ଦମନ ପାଇଁ ଆସିବ ନୂଆ ରଣନୀତି

  • By admin
  • September 6, 2026
  • 17 views
ଦେଶରେ ମ୍ୟାଲେରିଆରେ ଓଡ଼ିଶା ପ୍ରଥମ: ଦମନ ପାଇଁ ଆସିବ ନୂଆ ରଣନୀତି