ଖୁବଶୀଘ୍ର ହେବ ଛାତ୍ର ସଂସଦ ନିର୍ବାଚନ!

Spread the love

ସୁନ୍ଦରଗଡ଼ ଲାଇଭ୍ : ରାଜ୍ୟର ବିଶ୍ୱବିଦ୍ୟାଳୟ ଓ ମହାବିଦ୍ୟାଳୟଗୁଡ଼ିକରେ କେବେ ହେବ ଛାତ୍ର ସଂସଦ ନିର୍ବାଚନ? ଏହାକୁ ନେଇ ଦୀର୍ଘ ଦିନରୁ ଚାଲିଥିବା ସସ୍‌ପେନ୍ସ ଉପରୁ ପରଦା ହଟିବାକୁ ଯାଉଛି। ରାଜ୍ୟରେ ଛାତ୍ର ସଂସଦ ନିର୍ବାଚନ କରାଇବା ପାଇଁ ସରକାର ପ୍ରସ୍ତୁତି ଚଳାଇଥିବା ନେଇ ସୂଚନା ଦେଇଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ।

ମନ୍ତ୍ରୀଙ୍କ ଏହି ବକ୍ତବ୍ୟ ପରେ କ୍ୟାମ୍ପସଗୁଡ଼ିକରେ ଛାତ୍ରଛାତ୍ରୀ ଓ ନେତାଙ୍କ ମଧ୍ୟରେ ଉତ୍ସାହ ଓ ନୂତନ ଆଶା ସଞ୍ଚାର ହୋଇଛି। ନିର୍ବାଚନର ତାରିଖ ଓ ପରିଚାଳନା ସମ୍ପର୍କରେ ବର୍ତ୍ତମାନ ବିଭାଗୀୟ ସ୍ତରରେ ଆଲୋଚନା ଜାରି ରହିଛି। ଆଲୋଚନା ଶେଷ ହେବା ପରେ ଉଚିତ ସମୟରେ ଚୂଡ଼ାନ୍ତ ନିଷ୍ପତ୍ତି ଗ୍ରହଣ କରାଯିବ ବୋଲି ମନ୍ତ୍ରୀ ସ୍ପଷ୍ଟ କରିଛନ୍ତି। ସରକାରୀ ସ୍ତରରେ ପ୍ରସ୍ତୁତି ଆରମ୍ଭ ହୋଇସାରିଥିବାରୁ ଆଗାମୀ ଦିନରେ ନିର୍ବାଚନକୁ ନେଇ ଚିତ୍ର ସମ୍ପୂର୍ଣ୍ଣ ସ୍ପଷ୍ଟ ହୋଇଯିବ ବୋଲି ଆଶା କରାଯାଉଛି।

Related Posts

ଆଉ ବଢ଼ିବନି ଧାନ ରେଜିଷ୍ଟ୍ରେସନ ଅବଧି: ସମବାୟ ମନ୍ତ୍ରୀ

Spread the love

Spread the loveସୁନ୍ଦରଗଡ଼ ଲାଇଭ୍ : ଚଳିତ ଖରିଫ ଋତୁରେ ଧାନ ବିକ୍ରି ପାଇଁ ରାଜ୍ୟରେ ରେକର୍ଡ ସଂଖ୍ୟକ ଚାଷୀ ପଞ୍ଜୀକରଣ କରିଛନ୍ତି। ଗତକାଲି ସୁଦ୍ଧା ୨୧ ଲକ୍ଷ ୪୨ ହଜାର ୭୨୩ ଜଣ ଚାଷୀ ନିଜର ନାମ ପଞ୍ଜୀକରଣ କରିସାରିଥିବା…

ରାଜ୍ୟ ଶିକ୍ଷା ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ: ଓଡ଼ିଆରେ ପଢ଼ାହେବ ବିଜ୍ଞାନ ଓ ବାଣିଜ୍ୟ

Spread the love

Spread the loveସୁନ୍ଦରଗଡ଼ ଲାଇଭ୍ : ରାଜ୍ୟର ଶିକ୍ଷା ବ୍ୟବସ୍ଥାକୁ ଅଧିକ ସଂସ୍କାରମୂଳକ ଓ ପରୀକ୍ଷାର୍ଥୀ-ଅନୁକୂଳ କରିବା ପାଇଁ ସରକାର ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଏଣିକି ଦଶମ ଶ୍ରେଣୀର ପାଠ୍ୟକ୍ରମ ବଦଳିବା ସହ ଦ୍ୱାଦଶ ଶ୍ରେଣୀ ପାଇଁ ନୂଆ…

Leave a Reply

Your email address will not be published. Required fields are marked *

You Missed

ଆଉ ବଢ଼ିବନି ଧାନ ରେଜିଷ୍ଟ୍ରେସନ ଅବଧି: ସମବାୟ ମନ୍ତ୍ରୀ

  • By admin
  • September 7, 2026
  • 7 views
ଆଉ ବଢ଼ିବନି ଧାନ ରେଜିଷ୍ଟ୍ରେସନ ଅବଧି: ସମବାୟ ମନ୍ତ୍ରୀ

ରାଜ୍ୟ ଶିକ୍ଷା ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ: ଓଡ଼ିଆରେ ପଢ଼ାହେବ ବିଜ୍ଞାନ ଓ ବାଣିଜ୍ୟ

  • By admin
  • September 7, 2026
  • 4 views
ରାଜ୍ୟ ଶିକ୍ଷା ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ: ଓଡ଼ିଆରେ ପଢ଼ାହେବ ବିଜ୍ଞାନ ଓ ବାଣିଜ୍ୟ

ଖୁବଶୀଘ୍ର ହେବ ଛାତ୍ର ସଂସଦ ନିର୍ବାଚନ!

  • By admin
  • September 7, 2026
  • 4 views
ଖୁବଶୀଘ୍ର ହେବ ଛାତ୍ର ସଂସଦ ନିର୍ବାଚନ!

ପଞ୍ଚାୟତ ଦଖଲ ପାଇଁ ତିନି ଦଳର ଅଙ୍କକଷା

  • By admin
  • September 6, 2026
  • 21 views
ପଞ୍ଚାୟତ ଦଖଲ ପାଇଁ ତିନି ଦଳର ଅଙ୍କକଷା

କୃଷକଙ୍କ ସୁରକ୍ଷା ନେଇ ୧୫ରୁ ରାଜ୍ୟବ୍ୟାପୀ ପ୍ରତିବାଦ କରିବ କଂଗ୍ରେସ

  • By admin
  • September 6, 2026
  • 9 views
କୃଷକଙ୍କ ସୁରକ୍ଷା ନେଇ ୧୫ରୁ ରାଜ୍ୟବ୍ୟାପୀ ପ୍ରତିବାଦ କରିବ କଂଗ୍ରେସ

ଦେଶରେ ମ୍ୟାଲେରିଆରେ ଓଡ଼ିଶା ପ୍ରଥମ: ଦମନ ପାଇଁ ଆସିବ ନୂଆ ରଣନୀତି

  • By admin
  • September 6, 2026
  • 15 views
ଦେଶରେ ମ୍ୟାଲେରିଆରେ ଓଡ଼ିଶା ପ୍ରଥମ: ଦମନ ପାଇଁ ଆସିବ ନୂଆ ରଣନୀତି