୧୪ ବର୍ଷ ପରେ ଜେଲ୍‌ରୁ ମୁକୁଳିବେ ଆଜାଦ

ସୁନ୍ଦରଗଡ଼ ଲାଇଭ୍: ଦୀର୍ଘ ୧୪ ବର୍ଷ ଧରି ବିଚାରାଧୀନ କଏଦୀ ଭାବେ ଜେଲ୍‌ରେ ଥିବା ପ୍ରମୁଖ ମାଓନେତା ଡୋନା କେଶବ ରାଓ ଓରଫ ଆଜାଦ୍‌ ସମସ୍ତ ମାମଲାରୁ ନିର୍ଦ୍ଦୋଷରେ ଖଲାସ ହୋଇଛନ୍ତି। ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ପାରଳାଖେମୁଣ୍ଡିଠାରେ ଗଠିତ ସ୍ୱତନ୍ତ୍ର ଅଦାଲତରେ ତାଙ୍କ…