୧୩ତମ ବ୍ରିକ୍ସ ଶିକ୍ଷାମନ୍ତ୍ରୀ ସମ୍ମିଳନୀ: ନବସୃଜନ, ଦକ୍ଷତା ବିକାଶ ଓ ସହଯୋଗ ଉପରେ ଗୁରୁତ୍ୱ
ସୁନ୍ଦରଗଡ଼ ଲାଇଭ୍: ଭାରତର ଅଧ୍ୟକ୍ଷତାରେ ଭୁବନେଶ୍ୱରଠାରେ ୧୩ତମ ‘ବ୍ରିକ୍ସ’ (BRICS) ଶିକ୍ଷାମନ୍ତ୍ରୀ ସମ୍ମିଳନୀର ଉଦ୍ଘାଟନୀ ଅଧିବେଶନ ଗୁରୁବାର ଆନୁଷ୍ଠାନିକ ଭାବେ ଅନୁଷ୍ଠିତ ହୋଇଯାଇଛି। ଏହି ସମ୍ମିଳନୀରେ ବ୍ରିକ୍ସ ସଦସ୍ୟ ଦେଶଗୁଡ଼ିକର ଶିକ୍ଷାମନ୍ତ୍ରୀ ଏବଂ ପ୍ରତିନିଧିମାନେ ଯୋଗଦେଇ ଶିକ୍ଷା କ୍ଷେତ୍ରରେ ପରସ୍ପର ମଧ୍ୟରେ…







