ଗାଏବ ରିପୋର୍ଟ ଖୋଜି ଦୋଷୀଙ୍କୁ ଦେବୁ ଦଣ୍ଡ: ମୁଖ୍ୟମନ୍ତ୍ରୀ

ସୁନ୍ଦରଗଡ଼ ଲାଇଭ୍: “ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ ରକ୍ତର ପ୍ରତ୍ୟେକ ଟୋପାର ହିସାବ ନିଆଯିବ ଏବଂ ତାଙ୍କୁ ସମ୍ପୂର୍ଣ୍ଣ ନ୍ୟାୟ ମିଳିବ।” ଅନୁଗୋଳ ଜିଲ୍ଲା ତାଳଚେର ନିକଟସ୍ଥ ଗୁରୁଜାଙ୍ଗଠାରେ ଆୟୋଜିତ ସ୍ୱାମୀଜୀଙ୍କ ଜନ୍ମ ଶତବାର୍ଷିକୀ ମହୋତ୍ସବରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ…

ବନ୍ୟା ପୀଡ଼ିତଙ୍କୁ ୧୦ସୂତ୍ରୀ ଫର୍ମୁଲାରେ ମିଳିବ କ୍ଷତିପୂରଣ ଓ ସବସିଡି, ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ସୁନ୍ଦରଗଡ଼ ଲାଇଭ୍: ରାଜ୍ୟର ବନ୍ୟାଞ୍ଚଳ ପରିଦର୍ଶନ କରିବା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବନ୍ୟା ପୀଡ଼ିତଙ୍କ ପାଇଁ ୧୦୦୦ କୋଟି ଟଙ୍କାର ବିଶେଷ ସହାୟତା ପ୍ୟାକେଜ୍ ଘୋଷଣା କରିଛନ୍ତି। ବନ୍ୟା କ୍ଷୟକ୍ଷତି ଆକଳନ ପାଇଁ ଜିଲ୍ଲାପାଳମାନଙ୍କୁ ତୁରନ୍ତ ରିପୋର୍ଟ ଦେବାକୁ…

ବୋଟ୍‌ରେ ବୁଲି ମୁଖ୍ୟମନ୍ତ୍ରୀ ଦେଖିଲେ ଯାଜପୁର ଦୁର୍ଦ୍ଦଶା

ସୁନ୍ଦରଗଡ଼ ଲାଇଭ୍: ଯାଜପୁର ଜିଲ୍ଲାରେ ବୈତରଣୀ ନଦୀର ଚତୁର୍ଥ ବନ୍ୟା ଯୋଗୁଁ ସ୍ଥିତି ସଙ୍ଗୀନ ହୋଇପଡ଼ିଥିବା ବେଳେ ଆଜି ମୁଖ୍ୟମନ୍ତ୍ରୀ ପ୍ରତ୍ୟକ୍ଷ ଭାବେ ବନ୍ୟା ଅଞ୍ଚଳ ଗସ୍ତ କରି ସ୍ଥିତି ପରଖିଛନ୍ତି। ଦଶରଥପୁର ବ୍ଲକର ପତିରି ଘାଟରୁ ଏକ ସ୍ୱତନ୍ତ୍ର ବୋଟ୍‌…

୯ଟି ବିଭାଗରେ ୧୩୨୬ ଯୁବକଯୁବତୀଙ୍କୁ ନିଯୁକ୍ତି ପତ୍ର ବାଣ୍ଟିଲେ ମୁଖ୍ୟମନ୍ତ୍ରୀ

ସୁନ୍ଦରଗଡ଼ ଲାଇଭ୍: ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ ନିଯୁକ୍ତି ପ୍ରକ୍ରିୟାକୁ ଆହୁରି ତ୍ୱରାନ୍ୱିତ କରାଯାଇଛି। ଭୁବନେଶ୍ୱର ରେଳ ଅଡିଟୋରିଅମଠାରେ ଆୟୋଜିତ ୧୬ତମ ନିଯୁକ୍ତି ମେଳାରେ ୯ଟି ପ୍ରମୁଖ ବିଭାଗର ୧,୩୨୬ ଜଣ ନବନିଯୁକ୍ତଙ୍କୁ ସରକାରୀ ନିଯୁକ୍ତି ପତ୍ର ପ୍ରଦାନ କରାଯାଇଛି। ଏହି…