କେନ୍ଦ୍ର ମନ୍ତ୍ରୀ ମଣ୍ଡଳରୁ ଧର୍ମେନ୍ଦ୍ରଙ୍କ ଇସ୍ତଫା ପରେ କମିବ କି ଓଡ଼ିଆଙ୍କ କାଟ୍ତି ?
ସୁନ୍ଦରଗଡ଼ ଲାଇଭ୍: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ପଦରୁ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ ଏବେ ସାରା ଦେଶ ସମେତ ଓଡ଼ିଶା ରାଜନୀତିରେ ଜୋରଦାର ଚର୍ଚ୍ଚା ଆରମ୍ଭ ହୋଇଛି। ଦୀର୍ଘ ୧୨ ବର୍ଷ ଧରି କେନ୍ଦ୍ର ମନ୍ତ୍ରିମଣ୍ଡଳରେ ରହି ଓଡ଼ିଶାର ସ୍ୱାର୍ଥ ଓ…







